www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟ​‌ରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତ ଜଣଙ୍କ ବାଲେଶ୍ଵରର

ଭୁବନେଶ୍ଵର : ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବାଲେଶ୍ଵର ଜିଲାର ହୋଇଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ଵର ଜିଲାରେ କରୋନା ରୋଗୀ ସଂଖ୍ୟା ୨୪ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories