www.samajalive.in
Tuesday, December 9, 2025
16.1 C
Bhubaneswar

ଆଇଏଲ୍‌ଏସ୍‌କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭୁବନେଶ୍ୱରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୯୦୧ଟି ନମୁନା ପରୀକ୍ଷା କରିଥିବାରୁ ସେମାନଙ୍କୁ ପ୍ରଶଂସା କରିଛନ୍ତି। ଏହାସହିତ ରାଜ୍ୟରେ କୋଭିଡ୍‌ ପରୀକ୍ଷଣ ପ୍ରସ୍ତୁତିକୁ ଜୋରଦାର କରିବା ପାଇଁ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି କରିବା ନିମନ୍ତେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାରିପଦା, ବାଲେଶ୍ୱର, କୋରାପୁଟ ଓ ବଲାଙ୍ଗୀରରେ ମଧ୍ୟ ଟେଷ୍ଟିଂ ସୁବିଧାର ବିକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories