www.samajalive.in
Saturday, December 6, 2025
26.1 C
Bhubaneswar

ନୟାଗଡ ଚାନ୍ଦିପୁର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ୫ ଟି ସଚିବ ଓ ଉନ୍ନୟନ କମିଶନର

ନୟାଗଡ : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ରାଜ୍ୟର ସବୁ ଜିଲାରେ କୋଭିଡ଼ ହସ୍ପିଟାଲ ନିର୍ମାଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ । ତେଣୁ ସବୁ ଜିଲ୍ଲାରେ ଏହି କୋଭିଡ଼ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ସଠିକ ଭାବେ ହେଉଛିକି ନାହିଁ ତାହା ତଦାରଖ କରୁଛନ୍ତି ୫ଟି ସଚିବ ଭି.କେ.ପାଣ୍ଡିଆନ । ଆଜି ଏହି ପରିପ୍ରେକ୍ଷୀରେ ନୟାଗଡ଼ ଗସ୍ତରେ ଯାଇଛନ୍ତି ୫ଟି ସଚିବ ଭି.କେ.ପାଣ୍ଡିଆନ ଓ ଉନ୍ନୟନ କମିସନର ସୁରେଶ ମହାପାତ୍ର ।

ନୟାଗଡ଼ ଜିଲ୍ଲା ଚାନ୍ଦପୁର ବସନ୍ତମଝରୀ ସ୍ୱାସ୍ଥ୍ୟ ନିବାସରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରସ୍ତୁତ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲକୁ ପରିଦର୍ଶନ କରିଛନ୍ତି ୫ ଟି ସବଚି ଓ ଉନ୍ନୟନ କମିଶନର । ଏଥି ସହିତ ସେହିସ୍ଥାନରେ ଜିଲ୍ଲାପାଳ ପୋମା ଟୁଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସ୍ଵତ ମହାପାତ୍ର, ଚାନ୍ଦପୁର କୋବିଡ୍ ହସ୍ପିଟାଲର ମୁଖ୍ୟ ଚିକତ୍ସାଧିକାରୀ ବି. ସୁରିୟା ରାଓ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories