www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଆଉ ୨୬ ପଜିଟିଭ୍ ଚିହ୍ନଟ, ୨୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ଆଜି ରାଜ୍ୟରୁ ପୁଣି ୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ ଭଦ୍ରକର ୨ ଜିଲାର ହୋଇଥିବା ସୂଚନା ମିଳିଛି ।

ଆଜି ଗଞ୍ଜାମ ଜିଲାରୁ ଚିହ୍ନଟ ୧୯ ଜଣଙ୍କୁ ମିଶାଇ ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୧ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories