www.samajalive.in
Saturday, December 6, 2025
14.1 C
Bhubaneswar

ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି। ଲକଡାଉନ ୩.୦ ଜାରି ରହିଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ସମ୍ବୋଧନ ଅନେକ ଗୁରୁତ୍ଵ ବହନ କରୁଛି। ସୋମବାର ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ ଅବଧି ବଢ଼ାଇବାକୁ ପରାମର୍ଶ ଦେଇଥିଲେ। ତେଣୁ ଲକଡାଉନ ସମ୍ପର୍କରେ ମୋଦୀ କିଛି କହିପାରନ୍ତି ବୋଲି ଆଶା କରାଯାଉଛି। ଲକଡାଉନ ୩.୦ ପରେ ଲକଡାଉନ ଅବଧି ବୃଦ୍ଧି କରାଯିବ କି ନାହିଁ ସେନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories