www.samajalive.in
Sunday, December 7, 2025
26.1 C
Bhubaneswar

ପୁରୀ ଜିଲାରେ ଚିହ୍ନଟ ୧୦ କରୋନା ଆକ୍ରାନ୍ତ କଣାସର, ସୁରତରୁ ଫେରି କ୍ବାରେଣ୍ଟାଇନରେ ଥିଲେ

ପୁରୀ: ପୁରୀ ଜିଲାରେ ଶୁକ୍ରବାର ଚିହ୍ନଟ ହୋଇଥିବା ୧୦ କରୋନା ଆକ୍ରାନ୍ତ କଣାସ ବ୍ଲକର। ସେମାନେ ସମସ୍ତେ ସୁରତ ଫେରନ୍ତା। ସୁରତରୁ ଫେରିବା ପରେ ସେମାନେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ କ୍ବାରେଣ୍ଟାଇନରେ ରହିଥିଲେ। ଏମାନଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌ ଏବଂ କୋଭିଡ ଆମ୍ବୁଲାନ୍ସ କ୍ବାରେଣ୍ଟାଇନ ସେଣ୍ଟରରେ ପହଞ୍ଚିଛି। ଆକ୍ରାନ୍ତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ଵରସ୍ଥିତ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ପୁରୀ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ପୂର୍ବରୁ ୪ ଜଣ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ପିପିଲି ଦାନଗୋହିରୀର ଜଣେ, ଗୋପରୁ ଜଣେ ଏବଂ ପୁରୀରୁ ୨ ଜଣ ଆକ୍ରାନ୍ତ ଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories