www.samajalive.in
Monday, December 15, 2025
24.1 C
Bhubaneswar

ପିପିଲିରେ ଆନ୍ତର୍ଜାତିକ ଯୋଗ ଦିବସ

ପିପିଲି: ପିପିଲି ମିଶନ ପଡ଼ିଆଠାରେ ଗୁରୁବାର ସକାଳେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଛି। ଯୋଗ ମହୋତ୍ସବ ସମିତି, ଓଡ଼ିଶାର ପିପିଲି ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ଯୋଗଗୁରୁ ବଂଶୀଧର ସାହୁ, ଯୋଗ ସଂଯୋଜକ ପ୍ରଭାତ କୁମାର ମହାପାତ୍ର ପ୍ରମୁଖ ଯୋଗଦେଇ ଯୋଗର ଉପକାରିତା ସମ୍ପର୍କରେ କହିଥିଲେ। ବିଭିନ୍ନ ରୋଗର ନିରାକରଣ ନିମନ୍ତେ ବିଭିନ୍ନ ପ୍ରକାର ଯୋଗ ମୁଦ୍ରା ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି ଶିବିରକୁ ଇଂ ରମେଶ ଚନ୍ଦ୍ର ଶତପଥୀ ଉଦ୍‍ଘାଟନ କରିଥିବା ବେଳେ ଶତାଧିକ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ବିଭିନ୍ନ ଅନୁଷ୍ଠାନର ସଦସ୍ୟ ଓ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories