www.samajalive.in
Monday, December 8, 2025
27.1 C
Bhubaneswar

ପେଟପାଟଣା ପାଇଁ ଯାଇଥିଲେ ଶବ ହୋଇ ଫେରିଲେ

ମାଲକାନାଗିରି : ପେଟପାଟଣା ପାଇଁ ବାହାର ରାଜ୍ୟକୁ ଯାଇଥିଲେ କିନ୍ତୁ ଫେଣିଲେ ଶବ ହୋଇ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ । ଜିଲ୍ଲାର ପଦରାଗୁଡା ଗ୍ରାମରେ ବାସୁ କୁରାମି ନାମକ ଜଣେ ଯୁବକ ତେଲେଙ୍ଗାନା ର ସିତପେଟା ଠାରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଥିଲେ । ତେବେ ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ବନ୍ଧୁ ଏବଂ ସହଯୋଗୀ ମାନେ ମେଡିକାଲ ନେଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ବରଣ କରିଛନ୍ତି । ଏହାପରେ ବାସୁଙ୍କ ମୃତ ଶରୀର କୁ ଆଜି ତାଙ୍କ ଗ୍ରାମକୁ ନିଆଯାଇଛି ଏବଂ ସେଠାରେ ତାଙ୍କ ଶେଷ କୃତ୍ୟ କରାଯାଇଛି । ବର୍ତ୍ତମାନ ତାଙ୍କ ପରିବାର ବର୍ଗ ଶୋକରେ ଭାଙ୍ଗି ପଡିଥିବା ବେଳେ ସରକାରୀ ସହାୟତା କୁ ଅନାଇ ବସିଛନ୍ତି ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories