www.samajalive.in
Wednesday, December 10, 2025
26.1 C
Bhubaneswar

ବଲାଙ୍ଗୀରରେ ଆଉ ୨ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ବର : ବଲାଙ୍ଗୀର ଜିଲାରେ ଆଉ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨ ଜଣ କରୋନା ଆକ୍ରାନ୍ତ ତାଳପାଳିପଡ଼ା ଅଞ୍ଚଳର ଏବଂ ସୁରତ ଫେରନ୍ତା। ଉଭୟ କ୍ବାରେଣ୍ଟାଇନ୍‌ରେ ଥିଲେ ବୋଲି ଜିଲାପାଳ ଅରିନ୍ଦମ୍ ଡାକୁଆ ସୂଚନା ଦେଇଛନ୍ତି। ପଜିଟିଭ୍ ଚିହ୍ନଟ ହେବା ପରେ ଉଭୟଙ୍କୁ ଭୁବନେଶ୍ବର କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି ବୋଲି ଜିଲାପାଳ କହିଛନ୍ତି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୬,୧୪୦ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୭୩୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୯୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫୩୮ ରହିଛି। ୭୧୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories