www.samajalive.in
Monday, December 8, 2025
24.1 C
Bhubaneswar

କରୋନା ଅପଡେଟ୍ : ସଂକ୍ରମିତଙ୍କ ସଂଖ୍ୟା ୯୬,୧୬୯, ଆରୋଗ୍ୟ ହାର ୩୮.୨୯%

ନୂଆଦିଲ୍ଲୀ : ଦେଶରେ ମୋଟ୍‍ ୩୬, ୮୨୩ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିବା ସହ କୋଭିଡ୍‍-୧୯ ଆରୋଗ୍ୟ ହାର ୩୮.୨୯%କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ଭିତରେ ୨ହଜାର ୭୧୫ ଜଣ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଥିବା ବେଳେ ୫,୨୪୨ ଜଣ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ଏଥିସହିତ ଭୂତାଣୁରେ ମୋଟ୍‍ ସଂକ୍ରମିତ ଲୋକଙ୍କ ସଂଖ୍ୟା ୯୬ ହଜାର୧୬୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୭ ଜଣ ଲୋକ ମୃତ୍ୟୁବରଣ କରିବାରୁ କୋଭିଡ୍‍-୧୯ ମୃତ୍ୟୁସଂଖ୍ୟା ୩,୦୨୯ରେ ପହଞ୍ଚିଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories