www.samajalive.in
Monday, December 15, 2025
16.1 C
Bhubaneswar

ଆପତ୍ତିଜନକ ଅବସ୍ଥାରେ ଭାଇ ଦେଖିବାରୁ ନିଜକୁ ଜାଳିଦେଲା ଭଉଣୀ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବଦୌସା ଅଞ୍ଚଳରେ ଜଣେ ନାବାଳିକା ନିଜ ଦେହରେ ନିଅାଁ ଲଗାଇ ଆତ୍ମହତ୍ୟା କରିଛନ୍ତି। ତେବେ ଏହି ଅଭାବନୀୟ ଘଟଣା ଘଟିବାର ଗୋଟିଏ ଦିନ ପୂର୍ବରୁ ସମ୍ପୃକ୍ତା ନାବାଳିକା ଦୁଇ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ରହିଥିବା ତାଙ୍କ ଭାଇ ଦେଖିବାକୁ ପାଇଥିଲେ। ଫଳରେ ଏଥିରେ ଉତ୍ତ୍ୟକ୍ତ ଭାଇଜଣକ ଭଉଣୀକୁ ମାଡ଼ ମାରିଥିଲେ। ପରେ ପୀଡିତାଜଣକ ସମ୍ପୃକ୍ତ ଦୁଇ ଯୁବକଙ୍କ ନାଁରେ ଥାନାରେ ବଳାତ୍କାର ଅଭିଯୋଗ ଆଣିଥିଲେ। ମାତ୍ର ପୁଲିସ ଏହି ଘଟଣାକୁ ଗୁରୁତ୍ୱ ନ ଦେବାରୁ ପୀଡ଼ିତାଜଣକ ଗତ ରବିବାର ନିଜ ଦେହରେ ନିଅାଁ ଲଗାଇ ଆତ୍ମହତ୍ୟା କରିଥିଲେ। ଏବେ ପୁଲିସ ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories