www.samajalive.in
Monday, December 8, 2025
27.1 C
Bhubaneswar

ମେ’ ୨୬ରୁ ମାଟ୍ରିକ ଖାତା ଦେଖା

ଭୁବନେଶ୍ବର : ମାଟ୍ରିକ ଖାତା ଦେଖାନେଇ ଗୁରୁବାର ରାଜ୍ୟସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଖାତାଦେଖା ପ୍ରକ୍ରିୟାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁପାଳନ କରାଯିବ। ମେ ୨୬ରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।  ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ମୁଲ୍ୟାୟନ କେନ୍ଦ୍ର ପାଇଁ ଖୁବ ଶୀଘ୍ର ନୋଡାଲ ଅଫିସର ପଠା ଯିବ। ମୁଲ୍ୟାୟନକୁ ସୁବ୍ୟବସ୍ଥିତ କରିବା ପାଇଁ ଜିଲାପାଳମାନଙ୍କୁ ଶିକ୍ଷାବିଭାଗ ଚିଠି କରି ଜଣାଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories