www.samajalive.in
Tuesday, December 9, 2025
23.1 C
Bhubaneswar

ଦୃର୍ଗାଦାଶପୁର ସେବା ସମବାୟ ସମିତି ପକ୍ଷରୁ ଧାନମଣ୍ଡି ଉଦ୍‍ଘାଟିତ

ପିପିଲି : ପିପିଲି ବ୍ଲକ ଅଧିନସ୍ଥ ଦୃର୍ଗାଦାଶପୁର ସେବା ସମବାୟ ସମିତି ପକ୍ଷରୁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଧାନମଣ୍ଡି ଉଦ୍‍ଘାଟିତ ହୋଇଯାଇଛି। ଏହି ମଣ୍ଡିରେ କ୍ୱିଣ୍ଟାଲ ପିଛା ୧୮୧୫ଟଙ୍କା ଦରରେ ମୋଟ୍‍ ୧୭୬ଜଣ ଚାଷୀଙ୍କ ଠାରୁ ୧୦୯୧ କ୍ୱିଣ୍ଟାଲ ଧାନ କ୍ରୟ କରାଯିବାର ଲକ୍ଷ୍ୟ ରଖାଯାଇଥିବା ବେଳେ ପ୍ରଥମ ଦିନରେ ଦୁଇଜଣ ଚାଷୀଙ୍କ ଠାରୁ ୧୭୫.୨୫ କ୍ୱିଣ୍ଟାଲ ଧାନ କ୍ରୟ କରାଯାଇଥିବା ସଂପର୍କରେ ସମବାୟ ସମିତି ସଂପାଦକ ଜ୍ୟୋର୍ତିମୟୀ ଦାଶ ସୂଚନା ଦେଇଛନ୍ତି। ଏହି ଉଦ୍‍ଘାଟନ ସମୟରେ ସମବାୟ ସମିତିର ସଭାପତି ସଦାଶିବ ଦାଶ, ବ୍ଲକ ସଂପ୍ରସାରଣ ଅଧିକାରୀ ସୁରେନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ରହି ସାମାଜିକ ଦୂରତା ପାଳନ କରି ଧାନ ବିକ୍ରି କରିବାକୁ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories