www.samajalive.in
Monday, December 15, 2025
24.1 C
Bhubaneswar

ଜବାହରଲାଲ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜ ପୋର୍ଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୫୬ତମ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମାଇକ୍ରୋବ୍ଲଗିଂ ସାଇଟ୍ ଟ୍ୱିଟରରେ ଲେଖିଛନ୍ତି ଯେ ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି।

- Advertisement -

ନେହେରୁ ବ୍ରିଟିଶ ଶାସନ ବିରୋଧରେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ପ୍ରତିଷ୍ଠିତ ନେତା ଭାବରେ ଉଭା ହୋଇଥିଲେ। ସେ ୧୯୪୭ ମସିହାରେ ଏକ ସ୍ୱାଧୀନ ରାଷ୍ଟ୍ର ଭାବରେ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୧୯୬୪ ମସିହା ଆଜିର ଦିନରେ ତାଙ୍କର ନିଧନ ହୋଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories