www.samajalive.in
Tuesday, December 9, 2025
26.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

ବଙ୍ଗୋମୁଣ୍ଡା : ବଙ୍ଗୋମୁଣ୍ଡା ବ୍ଳକ କାର୍ଯ୍ୟାଳୟ ଠାରୁ ୫ଶହ ମିଟର ଦୂର ଖଡ଼ିଆଳ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବଙ୍ଗୋମୁଣ୍ଡା  ଆମ୍ବେଦକର ନଗରର କିଶୋର ହିଆଲ(୫୫ ସବୁ ଦିନ ପରି ଆଜି ମଧ୍ୟ ଭୋର ସମୟରେ ଖଡ଼ିଆଳ ରାସ୍ତାରେ ବୁଲିବାକୁ ଯାଉଥିବାବେଳେ ଖଡ଼ିଆଳ ରାସ୍ତାରେ ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories