www.samajalive.in
Monday, December 8, 2025
20.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୮ ମାମଲା, ୧୬ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୮ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ, ଗୋଟିଏ ଗୁଜବ ପ୍ରଚାର ପାଇଁ ଏବଂ ଆଉ ଗୋଟିଏ ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୬ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories