www.samajalive.in
Saturday, December 13, 2025
27.1 C
Bhubaneswar

ଓଡ଼ିଶାରେ ଚାଲିବ କ୍ରୁଜ: ରାଜ୍ୟ ପର୍ଯ୍ୟଟନ ବିଭାଗର ନିଷ୍ପତ୍ତି

ଭୁବନେଶ୍ଵର : ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ ଏକ ନୂଆସ୍ତରକୁ ନେବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି । ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ଚିଲିକା,ହୀରାକୁଦ,ମହାନଦୀ, ଭିତରକନିକା ଓ ସାତକୋଶିଆରେ କ୍ରୁଜ ପାଣି ଜାହାଜ ଚଳାଇବାକୁ ଯୋଜନା କରାଯାଉଛି । ଏହି ସବୁ ସ୍ଥାନରେ କେବଳ ଦିନରେ ହିଁ ଚଳାଚଳ କରିବ କ୍ରୁଜ୍। ଜୁଲାଇ ୧୦ ସୁଦ୍ଧା ବିଭିନ୍ନ କ୍ରୁଜ୍ ପରିଚାଳକଙ୍କଠାରୁ ଏନେଇ ପ୍ରସ୍ତାବ ଆଗତ କରାଯିବ। ଏହାପରେ ଏନେଇ ବିଧିବଦ୍ଧ ଭାବେ ନିଷ୍ପତ୍ତି ସହ କେଉଁ ଅଞ୍ଚଳରେ କେତେ କ୍ରୁଜ୍ ଚାଲିବ ସେ ନେଇ ସମ୍ପୂର୍ଣ୍ଣ ନିଷ୍ପତ୍ତି ହେବ ବୋଲି ସୂଚନା ମିଳିଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories