www.samajalive.in
Monday, December 8, 2025
27.1 C
Bhubaneswar

କରୋନା ମୁକାବିଲା ପାଇଁ ଜୁନ୍ ମାସ ଗୁରୁତ୍ବପୂର୍ଣ୍ଣ: ବାଗ୍‌ଚୀ

ଭୁବନେଶ୍ବର : ରାଜ୍ୟରେ ପ୍ରଥମ କରୋନା ପଜିଟିଭ ମାର୍ଚ୍ଚ ୧୫ରେ ଚିହ୍ନଟ ହୋଇଥିଲା। ଏବେ ରାଜ୍ୟରେ କରୋନା ସଂକ୍ରମଣ ଆସିବା ୩ ମାସ ଅତିକ୍ରମ କରିଛି। ଏ ଦୃଷ୍ଟିରୁ ଜୁନ ମାସ ହେଉଛି ବେଶ୍‌ ଗୁରୁତ୍ବପୂର୍ଣ୍ଣ। ଏହି ମାସରେ ରାଜ୍ୟ କରୋନା ଯୁଦ୍ଧର ଚତୁର୍ଥ ପର୍ୟ୍ୟାୟରେ ପହଞ୍ଚିଛି। ଏବେ ଓଡ଼ିଶାକୁ ୫ ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଆସିଛନ୍ତି। ଏହାର ପ୍ରଭାବ କିଭଳି ରହିବ ତାହା ଆଗାମୀ ୧୫ ଦିନ ମଧ୍ୟରେ ଜଣାପଡ଼ିଯିବ। ଅପରପକ୍ଷରେ ଜୁନରେ ମୌସୁମୀ ଆସୁଥିବା ପୂର୍ବରୁ ସତର୍କ ରହିବାକୁ ପଡ଼ିବ। ତେଣୁ ଓଡ଼ିଶା ପାଇଁ ଜୁନ୍‌ ମାସଟି ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ। ତେଣୁ କରୋନା ମୁକାବିଲା ପାଇଁ ଜୁନ ମାସ ହେଉଛି ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍‌ଚୀ କହିଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories