www.samajalive.in
Tuesday, December 9, 2025
15.1 C
Bhubaneswar

କେଜ୍ରିୱାଲ ଅସୁସ୍ଥ : ଆସନ୍ତା କାଲି ହେବ କରୋନା ପରୀକ୍ଷା

ନୂଆଦିଲ୍ଲୀ :  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ସାମାନ୍ୟ ଜ୍ୱର ହୋଇଛି ଏବଂ ସେ ଗଳାରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେଣୁ ସେ ଘରେ ଆଇସୋଲେସନରେ ଅଛନ୍ତି।

ଆସନ୍ତା କାଲି ତାଙ୍କର କରୋନା ଯାଞ୍ଚ କରାଯିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରୁ ସେ ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି ଏବଂ କାହା ସହିତ ସାକ୍ଷାତ କରୁ ନାହାଁନ୍ତି। ତେବେ, ଆଶ୍ବସ୍ତିକର କଥା ହେଉଛି ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories