www.samajalive.in
Sunday, December 14, 2025
14.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

କଟକ : କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ସୁଦୁସାହିଲୋ ଭୋଇସାହିରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories