www.samajalive.in
Monday, December 8, 2025
27.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ କରୋନା ରିପୋର୍ଟ ନେଗେଟିଭ : ସ୍ୱାସ୍ଥ୍ୟାବସ୍ଥାରେ ସୁଧାର

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ କରୋନା ରିପୋର୍ଟ ନେଗେଟିଭ  ଆସିଛି। ରବିବାରଠାରୁ କେଜରିୱାଲଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିଲା। ସାମାନ୍ୟ ଜ୍ୱର ଏବଂ ଗଳା ଯନ୍ତ୍ରଣା ହୋଇଥିବା ସେ ଅଭିଯୋଗ କରିଥିଲେ। ସେଥିପାଇଁ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା, ବର୍ତ୍ତମାନ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ଏବେ କେଜରିୱାଲଙ୍କ ଜ୍ୱର କମିଛି ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories