www.samajalive.in
Monday, December 8, 2025
24.1 C
Bhubaneswar

ସିବିଆଇ ଡିଆଇଜି ଅଖିଲେଶ ସିଂହ ଓ ପତ୍ନୀଙ୍କୁ କରୋନା

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇରେ ପଶିଲା କରୋନା । ସିବିଆଇ ଡିଆଇଜି ଅଖିଲେଶ ସିଂହ ଓ ତାଙ୍କ ଗର୍ଭବତୀ ପତ୍ନୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଜି ଉଭୟଙ୍କ ନମୂନା ରିପୋର୍ଟ ପଜିଟିଭ ଆସିଛି । ଉଭୟଙ୍କ କୌଣସି କରୋନା ଲକ୍ଷଣ ନଥିଲା । ତଥାପି ଦୁହିଁଙ୍କ କରୋନା ଟେଷ୍ଟ ହୋଇଥିଲା । ତେବେ ଆଜି ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ଏହାପରେ ଡିଆଇଜି ଏବଂ ତାଙ୍କ ଗର୍ଭବତୀ ପତ୍ନୀଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ଡିଆଇଜି କିପରି କରୋନା ସଂକ୍ରମିତ ହେଲେ ଏବଂ ଡିଆଇଜି ଓ ତାଙ୍କ ପତ୍ନୀଙ୍କ ସଂସ୍ପର୍ଶରେ କେଉଁମାନେ ଆସିଥିଲେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories