www.samajalive.in
Saturday, December 6, 2025
16.1 C
Bhubaneswar

ଶେଲ୍‌ଟର ହୋମ୍‌ର ୩୫ ଶିଶୁଙ୍କୁ କରୋନା, ଜବାବ ମାଗିଲେ ସୁପ୍ରିମକୋର୍ଟ

ଚେନ୍ନାଇ: ଚେନ୍ନାଇର ରାୟପୁରମସ୍ଥିତ ଏକ ସରକାରୀ ଶେଲଟର ହୋମ୍‌ରେ ୩୫ ଶିଶୁ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି। ଏହି ଶିଶୁମାନଙ୍କର କରୋନା ପରୀକ୍ଷା କରାଯିବା ପରେ ସମସ୍ତ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇବା ପରେ ସୁପ୍ରିମକୋର୍ଟ ନିଜଆଡୁ ଅବଗତ ହୋଇଛନ୍ତି। ଆଶ୍ରୟ ଗୃହରେ କିପରି କରୋନା ବ୍ୟାପିଲା ସେ ସମ୍ପର୍କରେ ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ପିଲାମାନଙ୍କୁ ସୁରକ୍ଷା ପାଇଁ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ମଧ୍ୟ ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories