www.samajalive.in
Monday, December 8, 2025
13.1 C
Bhubaneswar

କରୋନା ଅପଡ଼େଟ ; ରାଜ୍ୟରେ ଆଜି ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରର ହୋଇଥିବା ବେଳେ ୫ଟି ସ୍ଥାନୀୟ ଅଂଚଳର ବୋଲି ଜଣାପଡ଼ିଛି।
ଏହାସହ ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ଏନଡ଼ିଆରଏଫ, ଓଡ଼ିଆରଏଫ ଓ ଅଗ୍ନିଶମ କର୍ମଚାରୀ। ପୁରୀ ଜିଲାରୁ ସର୍ବାଧିକ ୧୫ ଜଣ , ଖୋର୍ଦ୍ଧାରୁ ୮, ମୟୁରଭଞ୍ଜରୁ ୭, ଗଞ୍ଜାମ ଓ ଅନୁଗୁଳରୁ ୬ ଜଣ ଲେଖାଏଁ, କେନ୍ଦୁଝର, ଗଜପତି, ସମ୍ବଲପୁର, ବଲାଙ୍ଗୀର ଓ ବାଲେଶ୍ୱରରୁ ୫ ଜଣ ଲେଖାଏଁ , ସୁନ୍ଦରଗଡ଼ ଓ ନୟାଗଡ଼ରୁ ୪ ଜଣ ଲେଖାଏଁ , ମାଲକାନଗିରି, କଟକ, ବୌଦ୍ଧ, ଯାଜପୁରରୁ ୩ଜଣ ଲେଖାଏଁ, ଝାରସୁଗୁଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ସକ୍ରିୟ କେସ ୧୧୩୧ ରହିଥିବା ବେଳେ ୨୩୫୪ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories