ଭୁବନେଶ୍ବର : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୩ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୨ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି କେସ୍ ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ମ୍ପର୍କ ବିଭାଗ ପକ୍ଷୁ ସୂଚନା ଦିଆଯାଇଛି।
Popular Categories



