www.samajalive.in
Saturday, December 13, 2025
18.1 C
Bhubaneswar

ଶିଶୁମାନେ ହେଉଛନ୍ତି ଆମର ଭବିଷ୍ୟତ ଏବଂ ଦେଶର ମୂଳଦୁଆ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ କହିଛନ୍ତି ଯେ, ଶିଶୁମାନେ ହେଉଛନ୍ତି ଆମର ଭବିଷ୍ୟତ ଏବଂ ଦେଶର ମୂଳଦୁଆ। ଓଡ଼ିଶାରେ ଶିଶୁଶ୍ରମିକ ପ୍ରଥାକୁ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଆମେମାନେ ପ୍ରତିଶ୍ରୁତିବଦ୍ଧ ହେବା ଦରକାର। ଶିଶୁମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଓ ଅଭିବୃଦ୍ଧି ପାଇଁ ଅନୁକୂଳ ପରିବେଶ ନିର୍ମାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି  ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

Related Articles

Popular Categories