www.samajalive.in
Monday, December 8, 2025
14.1 C
Bhubaneswar

ଶନିବାର ରାଶିଫଳ (୧୩।୦୬।୨୦୨୦)

ମେଷ: ସତ୍‌ସଙ୍ଗୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟା ଉପରେ ରୁଚି ରହିବ।

ବୃଷ: କାର୍ଯ୍ୟରେ ସଫଳତା ପାଇବେ। ସୁସ୍ଥ ଓ ନିରାମୟ ରହିବେ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ଭାବ ରହିବ।

ମିଥୁନ: ଭାଗ୍ୟଶାଳୀ ହେବେ। ବିଳାସୀ ହୋଇପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

କର୍କଟ: ମନ ପ୍ରଫୁଲ୍ଲ ରହିବ। କୌଣସି ଏକ ନିର୍ଦିଷ୍ଟ କାରଣରୁ ପ୍ରତିହିଂସାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବେ।

ସିଂହ: ଇଚ୍ଛା ପୂରଣ ହୋଇପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। କାର୍ଯ୍ୟରେ ସଫଳତା ପାଇ ଗର୍ବ ଅନୁଭବ କରିବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

କନ୍ୟା: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମିଶ୍ରିିତ ଫଳ ମିଳିବ।

ତୁଳା: ସାମାଜିକ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି। ହଠାତ୍‌ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।

ବିଛା: ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମ ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ଧନୁ: ଆନନ୍ଦ ଉତ୍ସବରେ ସମୟ ଅତିବାହିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଧର୍ମଭାବାପନ୍ନ, ମଧୁରଭାଷୀ, ମେଳାପୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ବନ୍ଧୁ ପ୍ରେମୀ ଓ ବିଦ୍ବାନ୍‌ ହେବେ।

ମକର: ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ବକୁ ଅଧିକ ବିକଶିତ କରିପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ତ୍ୟାଗୀ ଓ ନୀତିନିଷ୍ଠ ହେବେ।

କୁମ୍ଭ: ମନୋବାଞ୍ଛା ପୂର୍ଣ୍ଣ ହେବ। ଶ୍ରମ ସାର୍ଥକ ହେବ। ସୁସ୍ଥ ଓ ନିରାମୟ ରହିବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ପାରଙ୍ଗମ ହେବେ। ମାଲି-ମୋକଦ୍ଦମାରେ ବିଜୟୀ ହେବ।

ମୀନ: ଘାତଚନ୍ଦ୍ର ଭୋଗ ହେତୁ ଈଶ୍ବରଙ୍କ ପ୍ରାର୍ଥନା ବାଞ୍ଛନୀୟ। କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories