ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଂଜରୁ ଶନିବାର ଏକ ଛୁଆହାତୀର ମୃତ ଦେହ ଉଦ୍ଧାର ହୋଇଛି। ଫାଶ ବସାଇ ଉକ୍ତ ହାତୀଟିକୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଛୁଆହାତୀର ମୃତଦେହରେ କ୍ଷତଚିହ୍ନ ରହିଥିବା ଜଣାପଡ଼ିଛି। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ ହେବା ପରେ ହାତୀମୃତ୍ୟୁ ପ୍ରକୃତ କାରଣ ଜଣାପଡ଼ିବ।
Popular Categories



