www.samajalive.in
Monday, December 8, 2025
20.1 C
Bhubaneswar

ରାଜପଥରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବାଲେଶ୍ବର : ବାଲେଶ୍ବରର ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତି ୧ଟା ସମୟ​‌ରେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପଡିଥିବା ଜଣାପଡିଥିଲା । ଏହାପରେ ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି  ମୃତଦେହକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ନେଇଥିଲେ ।

ବିଳମ୍ବିତ ରାତିରେ ଜଣେ ଅପରିଚିତ ମହିଳାଙ୍କ ଶବ ଉଦ୍ଧାର ପରେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ​‌ହୋଇଛି । କେହି ଦୃବୁର୍ତ୍ତ ମହିଳାଙ୍କୁ ହତ୍ୟା କରି ରାଜପଥରେ ଫୋପାଡି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି । ବର୍ତ୍ତମାନ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories