www.samajalive.in
Sunday, December 7, 2025
18.1 C
Bhubaneswar

ସରପଞ୍ଚ ବ୍ୟବହାର କଲେ ଜିଲ୍ଲାପାଳ କ୍ଷମତା : ୩ ପଜିଟିଭ୍ ଚିହ୍ନଟ ପରେ ଘଡ଼ଘଡାପଲି ଗାଁ ୫ ଦିନପାଇଁ ସଟଡାଉନ୍ ଘୋଷଣା

ଛତ୍ରପୁର : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ବ୍ୟବହାର କଲେ ଜିଲ୍ଲାପାଳଙ୍କ କ୍ଷମତା। ସଂକ୍ରମଣରୁ ନିଜ ଅଞ୍ଚଳ ବାସିନ୍ଦାଙ୍କୁ ରକ୍ଷା କରିବା ପାଇଁ ଘଡ଼ଘଡାପଲି ଗ୍ରାମକୁ ପାଞ୍ଚ ଦିନ ପାଇଁ ସଟଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ। ଉକ୍ତ ଗ୍ରାମ ତିନି ଜଣ ଲୋକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ତେଣୁ ଗାଁର ଅଧିକ ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷମତା ବ୍ୟବହାର କରି ୫ ଦିନ ପାଇଁ ଉକ୍ତ ଗାଁକୁ ସଟଡାଉନ ଘୋଷଣା କରିଛନ୍ତି । ଉକ୍ତ ଗ୍ରାମ କୌଣସି ଲୋକ ବାହାର କୁ ନ ଯିବା ପାଇଁ କୁହା ଯାଇଛି ଏବଂ ଗ୍ରାମର ସମସ୍ତ ପ୍ରବେଶ ପଥ କୁ ସିଲ କରିଦିଆଯାଇଛି ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories