www.samajalive.in
Monday, December 8, 2025
13.1 C
Bhubaneswar

ରକ୍ତଦାନ ହେଉଛି ମାନବିକତାର ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଶ୍ୱ ରକ୍ତଦାତା ଦିବସ ଅବସରରେ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ରକ୍ତଦାନ ହେଉଛି ମାନବିକତାର ମହତ୍ତ୍ୱପୂର୍ଣ୍ଣ କାର୍ୟ୍ୟ ଏବଂ ଅନ୍ୟମାନଙ୍କ ପାଇଁ ବୃହତ୍ତମ ଜୀବନ ରକ୍ଷାକାରୀ ଉପହାର। ସେ ସମସ୍ତ ନିୟମିତ ରକ୍ତଦାତାଙ୍କୁ ସମ୍ମାନ ଜଣାଇବା ସହ ସମସ୍ତଙ୍କୁ ଏହି ଜୀବନ ରକ୍ଷାକାରୀ ମହତ୍ତ୍ୱପୂର୍ଣ୍ଣ କାର୍ୟ୍ୟରେ ଯୋଗଦେବା ନିମନ୍ତେ ଆହ୍ୱାନ ଜଣାଇଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

Related Articles

Popular Categories