www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୨ ମାମଲା, ୪୧ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୨ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି କେସ୍‌ ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories