www.samajalive.in
Sunday, December 14, 2025
16.1 C
Bhubaneswar

ଜୁନ୍‌ ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା ସ୍ବତନ୍ତ୍ର ଓଜେଇ ଅନ୍‌ଲାଇନ୍‌ ଆବେଦନ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ମହାମାରୀ ଦୃଷ୍ଟିରେ ରଖି ବି.ଟେକ୍‌ ପାଠ୍ୟକ୍ରମ ପାଇଁ ଅନୁଷ୍ଠିତ ହେବାକୁ ଥିବା ସ୍ବତନ୍ତ୍ର ଓଜେଇ ଅନ୍‌ଲାଇନ୍‌ ଆବଦେନ ତାରିଖ ଘୁଞ୍ଚାଇ ଦିଆଯାଇଛି। ଏଣିକି ଛାତ୍ରଛାତ୍ରୀମାନେ କରୋନା ପାଇଁ ଜୁନ୍‌ ୩୦ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ସେହିପରି ଛାତ୍ରଛାତ୍ରୀମାନେ ଜୁଲାଇ ୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଆବେଦନ ଫି ଦାଖଲ କରିପାରିବେ। ସ୍ବତନ୍ତ୍ର ଓଜେଇ ପରୀକ୍ଷା ତାରିଖ କାର୍ଯ୍ୟସୂଚୀ, ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ ଇତ୍ୟାଦି ଜୁନ୍‌ ୩୦ ପରେ ସ୍ଥିତିକୁ ଦେଖି ଘୋଷଣା କରାଯିବ ବୋଲି ଓଜେଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories