www.samajalive.in
Monday, December 8, 2025
17.1 C
Bhubaneswar

୨୯ ସିଆରପିଏଫ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ) ଯବାନମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ସିଆରପିଏଫର ପୁଣି ୨୯ ଯବାନ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଥିବା ସୋମବାର ଜଣାପଡ଼ିଛି। ଏହି ଯବାନମାନଙ୍କ ନିକଟରେ କିଛି ଲକ୍ଷଣ ଦେଖିବାକୁ ମିଳିବା ପରେ ସେମାନଙ୍କର କରୋନା ପରୀକ୍ଷା କରାଯାଇଥିଲା, ଯାହାର ରିପୋର୍ଟ ପଜିଟିଭ ଆସିଛି। ଏହି ୨୯ ଜଣଙ୍କୁ ମିଶାଇ ଏବେ ସୁଦ୍ଧା ସିଆରପିଏଫରେ ମୋଟ ୬୨୦ ଯବାନ ସଂକ୍ରମିତ ହେଲେଣି। ସେମାନଙ୍କ ମଧ୍ୟରୁ ୪୨୭ ଜଣ ସୁସ୍ଥ ସୁସ୍ଥ ହୋଇଥିବାବେଳେ ୧୮୯ ଜଣ ଚିକିତ୍ସାଧୀନ ରହିଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories