www.samajalive.in
Sunday, December 7, 2025
13.1 C
Bhubaneswar

ଚଳିତବର୍ଷ ଶେଷ ପୂର୍ବରୁ ପ୍ରସ୍ତୁତ ହେବ କରୋନା ସଂକ୍ରମଣ ନିରୋଧୀ ଟୀକା : ‘ହୁ’

ଜେନିଭା : ଚଳିତବର୍ଷ ଶେଷ ପୂର୍ବରୁ କରୋନା ସଂକ୍ରମଣ ନିରୋଧୀ ଟୀକା ପ୍ରସ୍ତୁତ ହେବାର ସମ୍ଭାବନା ରହିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡକ୍ଟର ସୌମ୍ୟା ସ୍ୱାମୀନାଥନ୍‍ କହିଛନ୍ତି, ପ୍ରାୟ ୧୦ଟି ଟୀକା ମନୁଷ୍ୟ ଦେହରେ ପ୍ରୟୋଗ ସ୍ତରରେ ଥିବାବେଳେ ସେଥିମଧ୍ୟରୁ ୩ଟି ତୃତୀୟ ସ୍ତରକୁ ଉନ୍ନୀତ ହୋଇଛନ୍ତି। ଯଦି ଏହିବର୍ଷ ଶେଷ ପୂର୍ବରୁ ଗୋଟିଏ କିମ୍ବା ଦୁଇଟି ନମୁନା ସଫଳ ହୁଏ, ଆସନ୍ତାବର୍ଷ ସୁଦ୍ଧା ସାରା ବିଶ୍ୱରେ ଏହି ଟୀକା ଉପଲବ୍ଧ ହୋଇପାରିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories