www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି; ବରଗଡ଼ରେ ପ୍ରଥମ କରୋନା ମୃତ୍ୟୁ, ଗଞ୍ଜାମ​‌ରେ ୭ମ

ଭୁବନେଶ୍ଵର: ରାଜ୍ୟରେ ରବିବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି।  ୨ଜଣଙ୍କ ମୃତ୍ୟୁ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରେ ବରଗଡ଼ର ଜଣେ ୭୬ ବର୍ଷୀୟ ପୁରୁଷ ଓ ଗଞ୍ଜାମର ୪୯ ବର୍ଷୀୟ ପୁରୁଷ ରହିଛନ୍ତି । ଉଭୟଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏଥିସହ କେବଳ ଗଞ୍ଜାମ ଜିଲାର ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି । ଜଣେ ମଧୁମେହ ଓ ଅନ୍ୟ ଜଣେ ଫୁସଫୁସ ଜନିତ ରୋଗରେ ପୀଡିତ ଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । 

 

- Advertisement -

ସୂଚନା ଅନୁଯାୟୀ, ଓଡ଼ିଶାରେ  ଆକ୍ରାନ୍ତଙ୍କ ସଂଖ୍ୟା  ୫ ହଜାର ଟପିଛି ।  ଏଯାବତ ୨ ଲକ୍ଷ ୨୪ ହଜାର ୪୦୧ଟି ନମୁନା ମଧ୍ୟରୁ ୫୧୬୦ଟି ପଜିଟିଭ ଚିହ୍ନଟ ହୋଇଥିବା ବେଳ  ୩୫୩୪ ସୁସ୍ଥ ହୋଇଛନ୍ତି ।  ୧୬୦୭ ଜଣ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି । ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories