ନୂଆଦିଲ୍ଲୀ: ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ମାମଲାର ଶୁଣାଣି ସୋମବାର ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରିନ୍ସିପାଲ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରସ୍ତାବ କ୍ରମେ ରଥଯାତ୍ରା କରିବାକୁ ଉଲ୍ଲେଖ କରାଯାଇଛି। ବିନା ଭକ୍ତରେ ରଥଯାତ୍ରା କରାଯିବ। ଏଥିପାଇଁ ରାଜ୍ୟ ସରକାର ବହୁ ବ୍ୟବସ୍ଥା କରିବେ ବୋଲି ସତ୍ୟପାଠରେ ଦର୍ଶାଯାଇଛି।
ରଥଯାତ୍ରା ମାମଲା: ସୁପ୍ରିମକୋର୍ଟରେ ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର
Popular Categories



