www.samajalive.in
Tuesday, December 9, 2025
15.1 C
Bhubaneswar

ପୁରୀରେ ରଥଯାତ୍ରା ପାଇଁ ସାରା ବିଶ୍ବ ଆନନ୍ଦିତ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ବର : ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିବାର ସଦସ୍ୟଙ୍କ ସହିତ ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ସାଢେ ଚାରିକୋଟି ଓଡିଶାବାସୀ ଏବଂ ସମଗ୍ର ବିଶ୍ବର କୋଟିକୋଟି ଜଗନ୍ନାଥପ୍ରେମୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ସୁପ୍ରମିକୋର୍ଟଙ୍କ ନିର୍ଦେଶ ଅନୁସାରେ ପୁରୀରେ ନିୟନ୍ତ୍ରିତ ଢଙ୍ଗରେ ରଥଯାତ୍ରା ଉତ୍ସବକୁ ପାଳନ କରାଯାଉଛିା ଏଥିପାଇଁ ସମଗ୍ର ବିଶ୍ବରେ ମହାପ୍ରଭୁଙ୍କ ଭକ୍ତ ଅତ୍ୟନ୍ତ ଆନନ୍ଦିତ। ମହାମାରୀ କରୋନା ସହ ଯେତେବେଳେ ସାରା ବିଶ୍ବ ସଂଘର୍ଷ କରୁଛି, ଏହାକୁ ସାମ୍ନା କରିବା ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦର ଆବଶ୍ୟକତା ରହିଛି। ମହାପ୍ରଭୁଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଥାଉ ବୋଲି ଶ୍ରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories