www.samajalive.in
Tuesday, December 9, 2025
16.1 C
Bhubaneswar

ବ୍ରହ୍ମପୁର ସହରକୁ ୪ ଦିନ ସଟ୍ ଡ଼ାଉନ୍ କଲେ ଜିଲାପାଳ

ବ୍ରହ୍ମପୁର : ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁଁ ବ୍ରହ୍ମପୁର ସହରକୁ ୪ଦିନ ପାଇଁ ଜିଲ୍ଲାପାଳ ସଟ ଡାଉନ୍ ଘୋଷଣା କରିଛନ୍ତି। ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଜୁନ ୨୭,୨୮,୨୯ ଓ ୩୦ ତାରିଖ ଚାରିଦିନ ପାଇଁ ବ୍ରହ୍ମପୁର ସହରକୁ ସଟ୍ ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ, କେବଳ ଔଷଧ ଦୋକାନ ଓ ଦୁଗ୍ଧ ଯୋଗାଣ ଜାରି ରହିବ।

- Advertisement -

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଗଞ୍ଜାମ ଜିଲ୍ଲାପାଳ ଏ ବିଷୟରେ ଘୋଷଣା କରିଛନ୍ତି।  ଆଜି ରାଜ୍ୟରେ ୨୧୦ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୮ଜଣ ଲେଖାଏଁ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, କେନ୍ଦୁଝର ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର, ବାଲେଶ୍ବର ଜିଲ୍ଲାରୁ ୨ଜଣ ଲେଖାଏଁ, ଦେବଗଡ଼, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories