ଡମ୍ପର ଓ ୧୨ ଚକିଆ ଟ୍ରକ ମୁହାଁମୁହିଁ ଧକ୍କା ; ଜଣେ ମୃତ
ବଣେଇ : ସୁନ୍ଦରଗଡ ଜିଲ୍ଲା ବଣେଇ ଉପଖଣ୍ଡର ଲହୁଣିପଡା କଲେଇପୋସ କେନ୍ଦୁଡିହି ନିକଟରେ ଏକ ଦୁର୍ଘଟଣା ଘଟିଛି । ଏକ ଡମ୍ପର ଓ ୧୨ ଚକିଆ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଚାପି ହୋଇ ମୃତ୍ୟୁବରଣ କରିଥିବାବେଳେ ଡମ୍ପର ଚାଳକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
Comments are closed.