www.samajalive.in
Thursday, December 11, 2025
26.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୨ ମାମଲା, ୨୪ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୨ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଅଟେ। ଗତକାଲି ୨୪ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

Related Articles

Popular Categories