ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ
ଗଞ୍ଜାମ : ରାଜ୍ୟରେ କରୋନାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Regret to inform the demise of a 68-year old Covid positive Male of Ganjam district.
He was also suffering from the comorbid conditions of Hypertension and Diabetes.
— H & FW Dept Odisha (@HFWOdisha) June 27, 2020
Comments are closed.