www.samajalive.in
Sunday, December 14, 2025
26.1 C
Bhubaneswar

ଶରଧାବାଲିରେ ପହଁଚିଲେ ଅଭିମାନିନୀ ଲକ୍ଷ୍ମୀ, ଭାଙ୍ଗିଲେ ପ୍ରଭୁଙ୍କ ନନ୍ଦିଘୋଷ ରଥ

ଆଜି ନୀତି, ବିଧି ଓ ପରମ୍ପରା ମୁତାବକ ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ଅନୁଷ୍ଠିତ ହେଉଛି ହେରା ପଞ୍ଚମୀ। ସନ୍ଧ୍ୟା ଆଳତି ପରେ ଆଡପ ମଣ୍ଡପରେ ବିରାଜମାନ କରିଥିବା ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଜେ କରିଛନ୍ତି ମହାଲକ୍ଷ୍ମୀ।

- Advertisement -

ମହାଲକ୍ଷ୍ମୀ ପହଞ୍ଚିବା ପରେ ପତି ମହାପାତ୍ର ନନ୍ଦିଘୋଷ ରଥ ନିକଟରେ କର୍ପୂର ବନ୍ଦାପନା, ବଳିତା ବନ୍ଦାପନା ଓ ଚାଉଳ ବନ୍ଦାପନା କରିବା ସହ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁଙ୍କ ମୁଖଚୁମ୍ବିତ ଅଧରମାଳା ପ୍ରଦାନ କରାଯାଇଛି। ଏଥି ସହିତ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ। ଇତି ମଧ୍ୟରେ ମହାଲକ୍ଷ୍ମୀ ଅଭିମାନରେ ପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories