www.samajalive.in
Saturday, December 6, 2025
23.1 C
Bhubaneswar

ଗ୍ୟାସ୍‌ ଏଜେନ୍ସୀ କର୍ମଚାରୀଙ୍କଠାରୁ ୧ ଲକ୍ଷ ଲୁଟିନେଲେ ୩ ଦୁର୍ବୃତ୍ତ

ରାଉରକେଲା: ରାଉରକେଲା ସେକ୍ଟର ୯ ଅଞ୍ଚଳରୁ ସୋମବାର ଲୁଟ୍‌ ହୋଇଛି। ଜଣେ ଗ୍ୟାସ ଏଜେନ୍ସୀ କର୍ମଚାରୀ ଲୁଟ୍‌ର ଶିକାର ହୋଇଥିବା ଜଣାପଡ଼ିଛି। କର୍ମଚାରୀ ଜଣକ ଟଙ୍କା ନେଇ ଯାଉଥିବାବେଳେ ୩ ଦୁର୍ବୃତ୍ତ ବାଇକରେ ଆସି ଅଟକାଇଥିଲେ। ପରେ ତାଙ୍କୁ ମାରଣାସ୍ତ୍ରରେ ଭୟଭୀତ କରାଯାଇ ୧ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories