www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୨୫ରେ ପହଞ୍ଚିଲା ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୨୫ରେ ପହଞ୍ଚିଛି । ମଙ୍ଗଳବାର ମୃତ୍ୟୁ ବରଣ କରିଥିବା ଦୁଇ ମୃତକ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ଦୁଇ ଜଣ ମହିଳା ବୋଲି ଜଣାପଡିଛି। ଜଣଙ୍କର ବୟସ ୪୮ ହୋଇଥିବା ବେଳେ ଅନ୍ୟଜଣଙ୍କ ବୟସ ୩୯ ବୋଲି ଜଣାପଡିଛି। ଉଭୟ କ୍ରୋନିକ କିଡିନୀ ଜନିତ ରୋଗ ସହ  କରୋନା ମହାମାରୀରେ ସଂକ୍ରମିତ ହୋଇ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।


ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ସେଥିମଧ୍ୟରୁ  ଗଞ୍ଜାମ ଜିଲାରେ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି କଟକ ଜିଲାରୁ ୪, ଖୋର୍ଦ୍ଧା ଜିଲାରୁ ୫, ପୁରୀ ଜିଲାରୁ ଜଣେ, ବରଗଡ ଜିଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories