www.samajalive.in
Sunday, December 7, 2025
23.1 C
Bhubaneswar

ଚୌଦ୍ବାର ଜେଲ୍‌ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

କଟକ : କଟକ ଚୌଦ୍ୱାର ଜେଲ୍‌ର ଜଣେ ୱାର୍ଡର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଚୌଦ୍ୱାର ଜେଲ୍ ଅଧୀକ୍ଷକ ଶୁଭକାନ୍ତ ମିଶ୍ର  ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ଡ୍ୟୁଟି କରିଥିଲେ। ଜଣେ କଏଦୀଙ୍କର ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ  ଚିକିତ୍ସା ଚାଲିଥିବା ବେଳେ ୪ ଜଣ ୱାର୍ଡର ଡ୍ୟୁଟି କରିଥିଲେ। ଡ୍ୟୁଟି କରିଥିବା ୪ ୱାର୍ଡରଙ୍କ ମଧ୍ୟରୁ ଜଣଙ୍କର ସ୍ୱାବ୍ ରିପୋର୍ଟ ପଜିଟିଭ ‌ଆସିଛି। ଏହି ଘଟଣା ପରେ ଜେଲ୍ ଓ ବାରାକ୍ ଷ୍ଟାଫ୍‌ଙ୍କ ସ୍ୱାବ୍ ଟେଷ୍ଟ ପାଇଁ ଜେଲ୍ ସୁପରିଟେଣ୍ଡେଣ୍ଟ ପ୍ରଶାସନ ନିକଟକୁ ଚିଠି ଲେଖିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories