www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ, ୬୪୮୬ରେ ପହଞ୍ଚିଲା ମୋଟ୍ ସୁସ୍ଥ ସଂଖ୍ୟା

ଭୁବନେଶ୍ବର : ଆଜି ରାଜ୍ୟରୁ ୨୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।


ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୭୩ ଜଣ ଅଛନ୍ତି । ସେହିପରି ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡ଼ାରୁ ୧୬, କଟକରୁ ୧୫, ବରଗଡ଼ରୁ ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ ୧୨, ପୁରୀରୁ ୧୨, କେନ୍ଦ୍ରାପଡ଼ାରୁ ୮, ଯାଜପୁରରୁ ୪, ସୁନ୍ଦରଗଡ଼ରୁ ୪, ଅନୁଗୁଳରୁ ୩, ବାଲେଶ୍ୱରରୁ ୩, ନୟାଗଡ଼ରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories