www.samajalive.in
Sunday, December 7, 2025
26.1 C
Bhubaneswar

ପୁଲୱାମାରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲା ଅନ୍ତର୍ଗତ ଗୋସୁ ଅଞ୍ଚଳରେ ମଙ୍ଗଳବାର ସକାଳେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କାରେ ସେନା ପକ୍ଷରୁ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।

ଗତ ସୋମବାର ରାତିରେ ଆତଙ୍କବାଦୀମାନେ ଡେଲିନା ଫାଣ୍ଡି ଉପରେ ଗ୍ରେନେଡ ଆକ୍ରମଣ କରିଥିଲେ। ଗ୍ରେନେଡ୍‌ ବାହାରେ ମାଡ଼ ହେବାରୁ କୌଣସି କ୍ଷୟକ୍ଷତି ହୋଇ ନ ଥିଲା। ଏହି ଘଟଣା ପରେ ପୁଲିସ ଏବଂ ଯବାନମାନେ ସମ୍ପୃକ୍ତ ଅଞ୍ଚଳକୁ ସମ୍ପୂର୍ଣ୍ଣ ଭାବେ ସିଲ୍‌ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories