www.samajalive.in
Sunday, December 7, 2025
14.1 C
Bhubaneswar

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଝିଆରୀ କରୋନା ସଂକ୍ରମିତ

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବାସଭବନରେ ପ୍ରବେଶ କରିଛି କରୋନା। ନୀତିଶଙ୍କ ଝିଆରି କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୋମବାର ରାତିରେ ତାଙ୍କୁ ପାଟନାସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଛି।

ଅନ୍ୟପଟେ ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ସମ୍ପୂର୍ଣ୍ଣ ରୂପେ ସାନିଟାଇଜ କରାଯାଇଛି। ପରିବାରର ସମସ୍ତ ସଦସ୍ୟ ହୋମ୍‌ କ୍ବାରେଣ୍ଟାଇନରେ ରହିଛନ୍ତି। ସେମାନଙ୍କର କୋଭିଡ ପରୀକ୍ଷା କରାଯାଉଛି। ତେବେ ଏହା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ କୌଣସି ବାଧା ଦେବନାହିଁ ବୋଲି କୁହାଯାଇଛି। ଗତ ୪ ତାରିଖରେ ନିତିଶଙ୍କର କରୋନା ପରୀକ୍ଷା କରାଯାଇଥିଲା, ଯାହାର ରିପୋର୍ଟ ନେଗେଟିଭ ଆସିଛି। ତେଣୁ ସେ ପୂର୍ବଭଳି କାର୍ଯ୍ୟ ଜାରି ରଖିବେ ବୋଲି କୁହାଯାଇଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories