www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ୨୯ କରୋନା ଆକ୍ରାନ୍ତ ଚିହ୍ନଟ, ୩ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ଜଣ ସୁସ୍ଥ ହୋଇଛନ୍ତି। ମୋଟ ୨୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଲୋକାଲ୍‌ କଣ୍ଟାକ୍ଟ ୧୪, କ୍ବାରେଣ୍ଟାଇନ୍ ୧୪ ଓ କୋଭିଡ୍‌ ଯୋଦ୍ଧା ୧ ଚିହ୍ନଟ ହୋଇଛନ୍ତି। ଡୁମୁଡୁମା ସୁବାଶନଗର ବସ୍ତିରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଘରୋଇ ହସ୍‌ପିଟାଲ୍‌ର ୪ ମହିଳା କର୍ମଚାରୀ, ବିବେକାନନ୍ଦ ମାର୍ଗ ଦୁଇଜଣ, ଖଣ୍ଡଗିରିର ଜଣେ ମହିଳା, ଭରତପୁର, କେଶରୀନଗର ବସ୍ତି, ୟୁନିଟ ୧ ଅଞ୍ଚଳ, ବରଗଡ଼ ବ୍ରିଟ୍‌ କଲୋନି, ବମିଖାଲ ଜୟଦୁର୍ଗା ଅଞ୍ଚଳ, ବରମୁଣ୍ଡା ଟେଲ୍‌କୋ କଲୋନି, ସହିଦନଗର, ହଂସପାଳ, ପାଣ୍ଡରା, ବ୍ରହ୍ମେଶ୍ବରପାଟଣାରୁ, ରସୁଲଗଡ଼, ନୟାପଲ୍ଲୀ, ମଞ୍ଚେଶ୍ବର, ୟୁନିଟ ୪, ଲକ୍ଷ୍ମୀସାଗର ଉପରସାହି, ଲକ୍ଷ୍ମୀସାଗର ଛକ, ଲକ୍ଷ୍ମୀସାଗର ତଳସାହି, ଆଦି ସମେତ ଦିଲ୍ଲୀ ଫେରନ୍ତା ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଶୈଳଶ୍ରୀବିହାର ଅଞ୍ଚଳ, ନୟାପଲ୍ଲୀ ଆଇଆର୍‌ସି ଭିଲେଜ୍‌ ଫରେଷ୍ଟ ପାର୍କ ଅଞ୍ଚଳରୁ ଜଣେ ଲେଖାଏଁ ପୁରୁଷ ଚିହ୍ନଟ ହୋଇଛନ୍ତି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories